ଯନ୍ତ୍ରଣା (Pain)

ଯନ୍ତ୍ରଣା (Pain)
ଯନ୍ତ୍ରଣା (Pain)



ମୂର୍ତ୍ତିବନ୍ତ ପଥରରେ ବିଗ୍ରହ ପ୍ରତିମା
ଠାକୁର ଭାବି …..ଫୁଲମାଳ
ଧୂପ ଦୀପ ମହାର୍ଘ୍ୟ ଦେଇ
ପୂଜୁଥିବା ଲୋକେ
ପାଇବାର ଆଶା ରଖି
ହୃଦୟ ରେ ଘିଅ ଦୀପ ଜାଳି
ଯନ୍ତ୍ରଣାରେ ଜର୍ଜରିତ ହୋଇ
ଲୁହର ବର୍ଷାରେ
ପ୍ରତ୍ୟହ ଲିଭାଉ ଥାଏ
ଦେହ ଭିତରର ଆମାନସିକତାର
କ୍ଷତ…….ଗୁଡିକୁ ।

ଅରୁଣ କୁମାର ବିଷୋୟୀ ଙ୍କ
କଲମ ମୁନରୁ…..        

Categories:

Tagged:

No responses yet

Leave a Reply

Your email address will not be published. Required fields are marked *

Discover more from Bhuyans Blog

Subscribe now to keep reading and get access to the full archive.

Continue reading