କାହାଣୀ ଟିକେ ଅଲଗା…

https://www.bhuyansblog.com/2021/09/Kahani.html
କାହାଣୀ ଟିକେ ଅଲଗା
କାହାଣୀ ଟିକେ ଅଲଗା
ତୁମେ ବୁଝ କି ନବୁଝ…
ଶୁଣ କି ନଶୁଣ…
ଆଖି ଫେରାଇ ନିଅ
ଭାବର ପଂକ୍ତି ଶବ୍ଦରୁ ।
ମୁଁ କିନ୍ତୁ କହିବି 
କହି ଚାଲିବି ଅନତି ଭବିଷ୍ୟତ ଯାଏଁ
ତୁମେ ବାଧ୍ୟ ହେବ 
ବୁଝିବା ପାଇଁ 
ଗ୍ରହଣ କରିବା ପାଇଁ
ପ୍ରତ୍ୟେକଟି ଭାବନାକୁ 
ପ୍ରତ୍ୟେକଟି ଶବ୍ଦର ସରଂଞ୍ଚନା ।
ତୁମେ ବି ଦିନେ ପାଗଳ ହେବ
ଫେରିବା କୁ ଅତୀତକୁ 
ଭାବିବାକୁ ବାଧ୍ୟ ହେବ
ଅଶ୍ରବ୍ୟ ଶବ୍ଦ ସବୁକୁ
ସ୍ୱର୍ଣ୍ଣକ୍ଷର ରେ ଲିପ୍ତବଦ୍ଧ ନଥିବା
କାହାଣୀଟି ହିଁ ଅତୀତ ହୋଇଯାଇଥିବ
ଅଦୃଶ୍ୟ ଅସ୍ପଷ୍ଟ ଭାବେ ।
ମନୋଜ କୁମାର ବେହେରାଙ୍କ କଲମରୁ…
If the contents helpful so share to your friends, Thanking You.

7 Responses

  1. […] Blog Uncategorized 27th Mar 202019th Sep 2022 1 Minute # ଟଙ୍କା # କାହାଣୀ ଟିକେ ଅଲଗା # ବିବାହ # ଅଲଗା ଲାଗୁଛୁ # Love you Priya… # ଅଟଳ […]

Leave a Reply

Your email address will not be published. Required fields are marked *

Discover more from Bhuyans Blog

Subscribe now to keep reading and get access to the full archive.

Continue reading